ଗଣନା ପୁସ୍ତକ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ, See the chapterପବିତ୍ର ବାଇବଲ (Re-edited) - (BSI)10 ଆଉ ସେ ଯେବେ ସ୍ଵାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ, See the chapterଓଡିଆ ବାଇବେଲ10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ, See the chapterପବିତ୍ର ବାଇବଲ10 “କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପାରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପାରେ। See the chapter |