ଗଣନା ପୁସ୍ତକ 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)2 କୌଣସି ପୁରୁଷ ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। See the chapterଓଡିଆ ବାଇବେଲ2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। See the chapterପବିତ୍ର ବାଇବଲ2 “କୌଣସି ପୁରୁଷ ଯେବେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କଲେ, ତେବେ ସେ ଆପଣା ବାକ୍ୟ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ୟ ଅନୁସାରେ ସମସ୍ତ ସାଧନ କରିବ। See the chapter |