ଗଣନା ପୁସ୍ତକ 30:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର ତାହାର ସ୍ଵାମୀ ତାହା ଶୁଣିବା ଦିନ ଯେବେ ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ। See the chapterଓଡିଆ ବାଇବେଲ8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ। See the chapterପବିତ୍ର ବାଇବଲ8 ମାତ୍ର ଯଦି ତା'ର ସ୍ୱାମୀ ଏ ବିଷୟରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତାକୁ ପାଳନ କରିବାକୁ ବାରଣ କରେ, ତେବେ କରାଯାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି। See the chapter |