ଗଣନା ପୁସ୍ତକ 31:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର। See the chapterପବିତ୍ର ବାଇବଲ (Re-edited) - (BSI)17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର। See the chapterଓଡିଆ ବାଇବେଲ17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର। See the chapterପବିତ୍ର ବାଇବଲ17 ଏଣୁ ତୁମ୍ଭେମାନେ ବନ୍ଦୀମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ୟା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ଯୌନ ସମ୍ପର୍କ ରଖିଛନ୍ତି, ସେମାନଙ୍କୁ ହତ୍ୟା କର। See the chapter |