ଗଣନା ପୁସ୍ତକ 33:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। See the chapterପବିତ୍ର ବାଇବଲ (Re-edited) - (BSI)38 ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। See the chapterଓଡିଆ ବାଇବେଲ38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। See the chapterପବିତ୍ର ବାଇବଲ38 ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। See the chapter |