ଗଣନା ପୁସ୍ତକ 34:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। See the chapterଓଡିଆ ବାଇବେଲ3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। See the chapterପବିତ୍ର ବାଇବଲ3 ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। See the chapter |