ଗଣନା ପୁସ୍ତକ 35:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ See the chapterପବିତ୍ର ବାଇବଲ (Re-edited) - (BSI)26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ See the chapterଓଡିଆ ବାଇବେଲ26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ See the chapterପବିତ୍ର ବାଇବଲ26-27 “ସେହି ହତ୍ୟାକାରୀ ଆଶ୍ରୟ ନଗରରୁ ଯଦି କୌଣସି ସମୟରେ ତହିଁର ସୀମା ବାହାରକୁ ଯାଏ ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର ସୀମାର ବାହାରେ ତାହାକୁ ପାଏ ଓ ପ୍ରତିହନ୍ତା ତାହାକୁ ବଧ କରେ ତେବେ ସେ ରକ୍ତପାତରେ ଅପରାଧୀ ହେବ ନାହିଁ। See the chapter |