ଗଣନା ପୁସ୍ତକ 35:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ। See the chapterଓଡିଆ ବାଇବେଲ30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ। See the chapterପବିତ୍ର ବାଇବଲ30 “ଜଣକରୁ ଅଧିକ ସାକ୍ଷୀ ସାକ୍ଷ୍ୟ ପ୍ରଦାନ କଲେ ମୃତ୍ୟୁଦଣ୍ତ ଦିଆଯିବ। ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକ ପ୍ରତିକୂଳରେ ପ୍ରାଣଦଣ୍ତ ଦେବା ନିମନ୍ତେ ଗ୍ରାହ୍ୟ ହେବ ନାହିଁ। See the chapter |