ଗଣନା ପୁସ୍ତକ 36:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” See the chapterପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ। See the chapterଓଡିଆ ବାଇବେଲ9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” See the chapterପବିତ୍ର ବାଇବଲ9 ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ଯିବା ଉଚିତ୍ ନାହିଁ। ଇସ୍ରାଏଲର ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କ ଅଧିକାର ମଧ୍ୟରେ ରହିବେ।” See the chapter |