ଗଣନା ପୁସ୍ତକ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। See the chapterଓଡିଆ ବାଇବେଲ6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। See the chapterପବିତ୍ର ବାଇବଲ6 “ନାସରୀୟ ପ୍ରତିଜ୍ଞା ପାଳନ ବେଳେ ସେ କୌଣସି ଶବ ନିକଟକୁ ଯିବା ଉଚିତ୍ ନୁହଁ। କାରଣ ସେ ନିଜକୁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କୁ ସମର୍ପଣ କରିଥାଏ। See the chapter |