ଗଣନା ପୁସ୍ତକ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ ଯେବେ କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ତନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ତନ କରିବ। See the chapterଓଡିଆ ବାଇବେଲ9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ। See the chapterପବିତ୍ର ବାଇବଲ9 ଆଉ ଯଦି ନାସରୀୟ ବ୍ରତ ପାଳନ କରୁଥିବା ବ୍ୟକ୍ତିର ନିକଟରେ ରହୁଥିବା ବ୍ୟକ୍ତି ମରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତେବେ ସେ ଶୌଚ ଦିନରେ ଆପଣା ମସ୍ତକ ଲଣ୍ତା କରିବ। See the chapter |