ଫିଲିପୀୟ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ; See the chapterପବିତ୍ର ବାଇବଲ (Re-edited) - (BSI)28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ; See the chapterଓଡିଆ ବାଇବେଲ28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ; See the chapterପବିତ୍ର ବାଇବଲ (CL) NT (BSI)28 ଶତ୍ରୁମାନଙ୍କୁ ଭୟ କର ନାହିଁ, ସାହସରେ ଅଟଳ ରୁହ। ତାହାହେଲେ, ସେମାନେ ଜାଣି ପାରିବେ ଯେ, ସେମାନଙ୍କର ପରାଜୟ ସୁନିଶ୍ଚିତ ଓ ତୁମ୍ଭେମାନେ ବିଜୟ ଲାଭ କରିବ, କାରଣ ଈଶ୍ୱର ହିଁ ତୁମ୍ଭମାନଙ୍କୁ ଜୟଯୁକ୍ତ କରିବେ। See the chapterପବିତ୍ର ବାଇବଲ28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ। See the chapter |