ଫିଲିପୀୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, See the chapterପବିତ୍ର ବାଇବଲ (Re-edited) - (BSI)10 ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ, See the chapterଓଡିଆ ବାଇବେଲ10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, See the chapterପବିତ୍ର ବାଇବଲ (CL) NT (BSI)10 ତେଣୁ ଯୀଶୁଙ୍କର ନାମର ସମ୍ମାନାର୍ଥେ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ସମସ୍ତ ପ୍ରାଣୀ ତାଙ୍କ ସମ୍ମୁଖରେ ଜାନୁପାତ କରିବେ। See the chapterପବିତ୍ର ବାଇବଲ10 ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ। See the chapter |