ଫିଲିପୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। See the chapterଓଡିଆ ବାଇବେଲ13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି । See the chapterପବିତ୍ର ବାଇବଲ (CL) NT (BSI)13 କାରଣ ତୁମ୍ଭମାନଙ୍କୁ ତାଙ୍କର ଉଦ୍ଦେଶ୍ୟ ସାଧନ କରିବା ନିମନ୍ତେ ଇଚ୍ଛୁକ ଓ ସମର୍ଥ କରିବାକୁ ସ୍ୱୟଂ ଈଶ୍ୱର ତୁମ ମଧ୍ୟରେ ସଦା କାର୍ଯ୍ୟରତ। See the chapterପବିତ୍ର ବାଇବଲ13 ପରମେଶ୍ୱର ତୁମ୍ଭ ମଧ୍ୟରେ କାର୍ଯ୍ୟ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ଯ୍ୟ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ୟ ଦିଅନ୍ତି। See the chapter |