Biblia Todo Logo
Online Bible

- Advertisements -




ଫିଲିପୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;

See the chapter Copy

ଓଡିଆ ବାଇବେଲ

4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;

See the chapter Copy

ପବିତ୍ର ବାଇବଲ (CL) NT (BSI)

4 ଅବଶ୍ୟ ସେ ସବୁ ଉପରେ ଆସ୍ଥା ରଖିବା ମୋ’ ପକ୍ଷରେ ଯଥାର୍ଥ ହୁଅନ୍ତା। ଯଦି କେହି ବାହ୍ୟିକ ରୀତିନୀତିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇପାରେ, ସେପରି କରିବା ପାଇଁ ମୋର ଯଥେଷ୍ଟ କାରଣ ଅଛି।

See the chapter Copy

ପବିତ୍ର ବାଇବଲ

4 ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।

See the chapter Copy




ଫିଲିପୀୟ 3:4
4 Cross References  

ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,


Follow us:

Advertisements


Advertisements