ଫିଲିପୀୟ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। See the chapterଓଡିଆ ବାଇବେଲ22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)22 ଏଠାରେ ଥିବା ଈଶ୍ୱରଙ୍କ ଲୋକମାନେ, ବିଶେଷରେ ସମ୍ରାଟଙ୍କ ପ୍ରାସାଦରେ ଥିବା ସାଧୁମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। See the chapterପବିତ୍ର ବାଇବଲ22 ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି। See the chapter |