ଫିଲିପୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ। See the chapterପବିତ୍ର ବାଇବଲ (Re-edited) - (BSI)7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ। See the chapterଓଡିଆ ବାଇବେଲ7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ । See the chapterପବିତ୍ର ବାଇବଲ (CL) NT (BSI)7 ତା’ହେଲେ ମନୁଷ୍ୟର ବୋଧଅଗମ୍ୟ ଈଶ୍ୱରଙ୍କର ଶାନ୍ତି ଖ୍ରୀଷ୍ଟ ଯୀଶୁଙ୍କ ସାହଚର୍ଯ୍ୟରେ ତୁମ ହୃଦୟ ଓ ମନକୁ ସୁରକ୍ଷା କରିବ। See the chapterପବିତ୍ର ବାଇବଲ7 ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ। See the chapter |