ଫିଲିପୀୟ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ। See the chapterଓଡିଆ ବାଇବେଲ9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ । See the chapterପବିତ୍ର ବାଇବଲ (CL) NT (BSI)9 ମୋର କଥା ଓ କ୍ରିୟାରୁ ଯାହା ଶିଖିଛ ଓ ଗ୍ରହଣ କରିଛ, ତାହାକୁ କାର୍ଯ୍ୟରେ ପରିଣତ କର। ତାହାହେଲେ, ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। See the chapterପବିତ୍ର ବାଇବଲ9 ମୋ'ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ। See the chapter |