ହିତୋପଦେଶ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? See the chapterପବିତ୍ର ବାଇବଲ (Re-edited) - (BSI)22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? See the chapterଓଡିଆ ବାଇବେଲ22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ? See the chapterପବିତ୍ର ବାଇବଲ22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ? See the chapter |