ହିତୋପଦେଶ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)30 ସେମାନେ ମୋହର କୌଣସି ମନ୍ତ୍ରଣା ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟଜ୍ଞାନ କଲେ। See the chapterଓଡିଆ ବାଇବେଲ30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ। See the chapterପବିତ୍ର ବାଇବଲ30 ତୁମ୍ଭେମାନେ ତୁମ୍ଭର ନିଜ ଇଚ୍ଛାରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ୟବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚୟ ଗ୍ରହଣ କରିବ। See the chapter |