ହିତୋପଦେଶ 16:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। See the chapterପବିତ୍ର ବାଇବଲ (Re-edited) - (BSI)28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। See the chapterଓଡିଆ ବାଇବେଲ28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। See the chapterପବିତ୍ର ବାଇବଲ28 କୁଟିଳ ମନୁଷ୍ୟ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ୱ ନଷ୍ଟ କରନ୍ତି। See the chapter |