ହିତୋପଦେଶ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ତିତ ରହିବ ନାହିଁ। See the chapterଓଡିଆ ବାଇବେଲ5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ। See the chapterପବିତ୍ର ବାଇବଲ5 ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେକେହି ଅନ୍ୟ ଲୋକର ବିପଦରେ ଆନନ୍ଦ କରେ, ସେ ଦଣ୍ଡ ପାଇବ। See the chapter |