ହିତୋପଦେଶ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। See the chapterପବିତ୍ର ବାଇବଲ (Re-edited) - (BSI)2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। See the chapterଓଡିଆ ବାଇବେଲ2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। See the chapterପବିତ୍ର ବାଇବଲ2 ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। See the chapter |