ହିତୋପଦେଶ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। See the chapterଓଡିଆ ବାଇବେଲ3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। See the chapterପବିତ୍ର ବାଇବଲ3 ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା'ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ। See the chapter |