ହିତୋପଦେଶ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। See the chapterପବିତ୍ର ବାଇବଲ (Re-edited) - (BSI)21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ। See the chapterଓଡିଆ ବାଇବେଲ21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। See the chapterପବିତ୍ର ବାଇବଲ21 ସରଳ ଲୋକମାନେ ଦେଶରେ ବାସ କରିବେ। ନିର୍ଦ୍ଦୋଷୀମାନେ ତହିଁରେ ରହିବେ। See the chapter |