ହିତୋପଦେଶ 22:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ। See the chapterଓଡିଆ ବାଇବେଲ22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ। See the chapterପବିତ୍ର ବାଇବଲ22 ଦରିଦ୍ର ଲୋକଠାରୁ ଗ୍ଭେରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସେହି ଦରିଦ୍ର ଲୋକମାନଙ୍କୁ ନ୍ୟାୟରୁ ବଞ୍ଚିତ କର ନାହିଁ। See the chapter |