ହିତୋପଦେଶ 22:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ। See the chapterଓଡିଆ ବାଇବେଲ29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ। See the chapterପବିତ୍ର ବାଇବଲ29 ଯଦି ଜଣେ ଲୋକ ତା'ର କାର୍ଯ୍ୟରେ ନିପୁଣ ଓ ତତ୍ପର। ତେବେ ସେ ରାଜାଙ୍କର ସେବା କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସେବା କରିବ ନାହିଁ। See the chapter |