ହିତୋପଦେଶ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ। See the chapterପବିତ୍ର ବାଇବଲ (Re-edited) - (BSI)3 ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ। See the chapterଓଡିଆ ବାଇବେଲ3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ। See the chapterପବିତ୍ର ବାଇବଲ3 ପଥର ଭାରୀ ଅଟେ ମାତ୍ର ବାଲି ପ୍ରବଳ ଅଟେ। ଅଜ୍ଞାନୀ ଦ୍ୱାରା ଯେଉଁ ସମସ୍ୟା ଆସେ ତାହା ଅନ୍ୟ ଅପେକ୍ଷା ବହୁତ ଶକ୍ତିଶାଳୀ ଅଟେ। See the chapter |