ହିତୋପଦେଶ 29:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। See the chapterପବିତ୍ର ବାଇବଲ (Re-edited) - (BSI)3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। See the chapterଓଡିଆ ବାଇବେଲ3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। See the chapterପବିତ୍ର ବାଇବଲ3 ଯେଉଁ ପୁତ୍ର ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଖୁସୀ ରଖେ। ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। See the chapter |