ହିତୋପଦେଶ 3:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ। See the chapterଓଡିଆ ବାଇବେଲ31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ। See the chapterପବିତ୍ର ବାଇବଲ31 କିଛି ଲୋକ ଅଛନ୍ତି ଯେଉଁମାନେ ସହଜରେ ରାଗିଯା’ନ୍ତି ଓ ଶୀଘ୍ର କୁକର୍ମମାନ କରି ବସନ୍ତି। ତୁମ୍ଭେ ସେପରି ହୁଅ ନାହିଁ। See the chapter |