ହିତୋପଦେଶ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ। See the chapterପବିତ୍ର ବାଇବଲ (Re-edited) - (BSI)4 ପିତା ମୋତେ ଶିକ୍ଷା ଦେଇ କହିଲେ, ତୁମ୍ଭ ମନ ମୋହର କଥା ରକ୍ଷା କରୁ, ମୋହର ଆଜ୍ଞାସବୁ ପାଳନ କରି ବଞ୍ଚ। See the chapterଓଡିଆ ବାଇବେଲ4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।” See the chapterପବିତ୍ର ବାଇବଲ4 ମୋର ପିତା ମୋତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମୋତେ କହିଲେ, “ମୋର କଥାସବୁ ମନେରଖ, ମୋର ଆଜ୍ଞା ମାନ ତୁମ୍ଭେ ବଞ୍ଚିବ। See the chapter |