ହିତୋପଦେଶ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା! See the chapterପବିତ୍ର ବାଇବଲ (Re-edited) - (BSI)12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା ! See the chapterଓଡିଆ ବାଇବେଲ12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା ! See the chapterପବିତ୍ର ବାଇବଲ12-13 ସେତେବେଳେ ତୁମ୍ଭେ କହିବ, “କାହିଁକି ମୁଁ ମୋର ପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମୋର ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହେବାକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି। See the chapter |