ହିତୋପଦେଶ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ। See the chapterଓଡିଆ ବାଇବେଲ3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ। See the chapterପବିତ୍ର ବାଇବଲ3 ପର ସ୍ତ୍ରୀ ସୁନ୍ଦର ହୋଇପାରେ, ତା'ର ମୁଖରୁ ମଧୁର ବାକ୍ୟ ଶୁଣାଯାଏ। See the chapter |