ଗୀତସଂହିତା 127:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। See the chapterଓଡିଆ ବାଇବେଲ2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। See the chapterପବିତ୍ର ବାଇବଲ2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି। See the chapter |