ଗୀତସଂହିତା 141:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। See the chapterପବିତ୍ର ବାଇବଲ (Re-edited) - (BSI)2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ। See the chapterଓଡିଆ ବାଇବେଲ2 ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। See the chapterପବିତ୍ର ବାଇବଲ2 ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର। See the chapter |