ଗୀତସଂହିତା 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। See the chapterଓଡିଆ ବାଇବେଲ3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। See the chapterପବିତ୍ର ବାଇବଲ3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ। ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ। See the chapter |