ଗୀତସଂହିତା 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। See the chapterପବିତ୍ର ବାଇବଲ (Re-edited) - (BSI)7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। See the chapterଓଡିଆ ବାଇବେଲ7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। See the chapterପବିତ୍ର ବାଇବଲ7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି। ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି। See the chapter |