ଗୀତସଂହିତା 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, See the chapterପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, See the chapterଓଡିଆ ବାଇବେଲ4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, See the chapterପବିତ୍ର ବାଇବଲ4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ। ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ। ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି। See the chapter |