ଗୀତସଂହିତା 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। See the chapterପବିତ୍ର ବାଇବଲ (Re-edited) - (BSI)8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। See the chapterଓଡିଆ ବାଇବେଲ8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। See the chapterପବିତ୍ର ବାଇବଲ8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ। See the chapter |