ଗୀତସଂହିତା 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି। See the chapterଓଡିଆ ବାଇବେଲ4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। See the chapterପବିତ୍ର ବାଇବଲ4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ। See the chapter |