ଗୀତସଂହିତା 29:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। See the chapterଓଡିଆ ବାଇବେଲ9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। See the chapterପବିତ୍ର ବାଇବଲ9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି। See the chapter |