ଗୀତସଂହିତା 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। See the chapterପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। See the chapterଓଡିଆ ବାଇବେଲ3 ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। See the chapterପବିତ୍ର ବାଇବଲ3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ। ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ। See the chapter |