ଗୀତସଂହିତା 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। See the chapterଓଡିଆ ବାଇବେଲ4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। See the chapterପବିତ୍ର ବାଇବଲ4 ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର। ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର। See the chapter |