ଗୀତସଂହିତା 30:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? See the chapterପବିତ୍ର ବାଇବଲ (Re-edited) - (BSI)9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? See the chapterଓଡିଆ ବାଇବେଲ9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ? See the chapterପବିତ୍ର ବାଇବଲ9 ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ? ମୁଁ କବର ଭିତରକୁ ଗଲେ କ’ଣ ଲାଭ? ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି। ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ। See the chapter |