ଗୀତସଂହିତା 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। See the chapterଓଡିଆ ବାଇବେଲ2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। See the chapterପବିତ୍ର ବାଇବଲ2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ, ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ। See the chapter |