ଗୀତସଂହିତା 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। See the chapterପବିତ୍ର ବାଇବଲ (Re-edited) - (BSI)3 ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। See the chapterଓଡିଆ ବାଇବେଲ3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। See the chapterପବିତ୍ର ବାଇବଲ3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ। ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି। See the chapter |