ଗୀତସଂହିତା 32:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapterପବିତ୍ର ବାଇବଲ (Re-edited) - (BSI)8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapterଓଡିଆ ବାଇବେଲ8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapterପବିତ୍ର ବାଇବଲ8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି। See the chapter |