ଗୀତସଂହିତା 32:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ See the chapterଓଡିଆ ବାଇବେଲ9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। See the chapterପବିତ୍ର ବାଇବଲ9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର। କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।” See the chapter |