ଗୀତସଂହିତା 33:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା। See the chapterପବିତ୍ର ବାଇବଲ (Re-edited) - (BSI)9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା। See the chapterଓଡିଆ ବାଇବେଲ9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା। See the chapterପବିତ୍ର ବାଇବଲ9 କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ। See the chapter |