ଗୀତସଂହିତା 38:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ। See the chapterଓଡିଆ ବାଇବେଲ3 ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ। See the chapterପବିତ୍ର ବାଇବଲ3 ତୁମ୍ଭେ ମୋତେ ଦଣ୍ଡ ଦେଲ। ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି। ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ। See the chapter |